pakka

ମହିଳା ମହାବିଦ୍ୟାଳୟରେ ଅଙ୍ଗଦାନ ମହତ ଦାନ ସଚେତନ କାର୍ଯ୍ୟକ୍ରମ ଅନୁଷ୍ଠିତ

bbehera

କଣ୍ଟାବାଞ୍ଜି, (କୈଳାଶ ସଗ୍ରିଆ) : ମାରୱାଡ଼ି ମହିଳା ସମିତି ଓ ମୋ କଲେଜ ଅଭିଯାନ ତରଫରୁ ମହିଳା ସ୍ନାତକ ମହାବିଦ୍ୟାଳୟରେ ଅଙ୍ଗଦାନ ମହତ ଦାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ମହାବିଦ୍ୟାଳୟର ଅଧ୍ୟକ୍ଷ ରାଜେନ୍ଦ୍ର କୁମାର ପୁରୋହିତଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା । ଅନ୍ୟମାନଙ୍କ ମଧ୍ୟରେ ମହିଳା ସମିତିର ସଭ୍ୟା ରେଖା ଅଗ୍ରୱାଲ, ଶିଳ୍ପା ଖଣ୍ଡେଲ୍ଵାଲ, ପୂନମ ଖଣ୍ଡେଲ୍ଵାଲ୍, ଲଲିତା ଖଣ୍ଡେଲ୍ୱାଲ, ସନ୍ତୋଷ ଜୈନ, ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ ଅଧ୍ୟାପିକା ଓ ଛାତ୍ରୀମାନେ ଉପସ୍ଥିତ ଥିଲେ ।

jay balangir
Leave A Reply

Your email address will not be published.

12 − six =