ଲଣ୍ଡାପଥର ସଚେତନତା ଶିବିର

ଦେଓଗାଁ, (ମନୀଷ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ଦେଓଗାଁ ବ୍ଲକ ଲଣ୍ଡାପଥର ଗାଁରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଅନେକ ମାନ୍ୟଗ୍ୟଣ୍ୟ ବ୍ୟକ୍ତି ଓ ପ୍ରଶାସନିକ ଅଧିକାରୀ ଯୋଗ ଦେଇ ଅନୁସୂଚିତ ଜାତି ଓ ଜନଜାତି ମାନଙ୍କ ପାଇଁ ସରକାରଙ୍କ ସୁବିଧା ସୁଯୋଗ ଉପରେ ସଚେତନ କରାଇଥିଲେ ।

Leave A Reply

Your email address will not be published.