
ଭୁବନେଶ୍ୱର, (କେପିଏନ୍ଏସ୍) : ପ୍ରତି ବର୍ଷ ଅକ୍ଟୋବର ମାସ ୨ୟ ଗୁରୁବାରରେ ବିଶ୍ୱ ଦୃଷ୍ଟି ଦିବସ ପାଳନ କରାଯାଇଥାଏ । ଚକ୍ଷୁରୋଗ ଓ ଦୃଷ୍ଟିଶକ୍ତି ଜନିତ ସମସ୍ୟାର ପ୍ରତିରୋଧ ପାଇଁ ଜନସାଧାରଣଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ଏହି ଦିବସର ଉଦ୍ଦେଶ୍ୟ । ନିଜ ଚକ୍ଷୁର ଯତ୍ନ ନିଅନ୍ତୁ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।