ls

ସଡକ ଦୁର୍ଘଟଣାରେ ଚାଲିଗଲା ୨ ଜୀବନ

2020

ନୟାଗଡ଼ : ସଡକ ଦୁର୍ଘଟଣାରେ ଚାଲିଗଲା ଦୁଇ ଜୀବନ ବୋଲି ଖବର ମିଳିଛି । ସୂଚନା ଯୋଗ୍ୟ ଯେ, ଗତକାଲି ବିଳମ୍ବିତ ରାତିରେ ନୟାଗଡ଼ ଶରଣକୁଳ ରାସ୍ତାରେ ଦୁଇ ବାଇକ୍ ମୁହାଁମୁହିଁ ଧକ୍କା ହୋଇଥିଲା । ଫଳରେ ଘଟଣାସ୍ଥଳରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ବାଇକରେ ବସିଥିବା ଅନ୍ୟ ୩ ଜଣ ଗୁରୁତର ଆହତ ହୋଇ ନୟାଗଡ଼ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିବା ଜଣାପଡିଛି ।

Leave A Reply

Your email address will not be published.