oum

ମର୍ମ‌ନ୍ତୁଦ ସଡକ ଦୁର୍ଘଟଣା : ଦୁଇ ବାଇକ ମୁହାଁମୁହିଁ ଧକ୍କା, ୧ମୃତ, ୨ ଗୁରୁତର

jsm

ସମ୍ୱଲପୁର : ସମ୍ୱଲପୁର ଜିଲ୍ଲା ମହୁଲପାଲି ଥାନା ଅନ୍ତର୍ଗତ ବାଙ୍କେ ପଞ୍ଚାୟତର ବାଂଡିପଡା ଛକରେ ଏକ ମର୍ମ‌ନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କାହେବା ଫଳରେ ଘଟଣା‌ସ୍ଥଳରେ ୨ ଜଣ ଗୁରୁତର ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି । ମୃତ ବ୍ୟକ୍ତି ଜଣକ ହେଲେ ଦେର୍ବାଚ୍ଚନ ପଞ୍ଚଭାୟା ।

Leave A Reply

Your email address will not be published.