pakka

ମର୍ମନ୍ତୁଦ ସଡକ ଦୁର୍ଘଟଣା : ୨ ମୃତ

bbehera

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ସଦର ମହକୁମା ଝିଙ୍କି ନିକଟରେ ଗତକାଲି ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି । ସୂଚନା ଅନୁସାରେ ଝିଙ୍କି ନିକଟ ରାସ୍ତା କଡରେ ଏକ ଟ୍ରକ (ଓଡି୦୭ଇ୯୦୦୯) ଛିଡା ହୋଇଥିବା ବେଳେ ଏକ ବାଇକ ଯୋଗେ ୨ ଜଣ ଆସି ଟ୍ରକର ପଛପଟୁ ଟକ୍ରକୁ ଧକ୍କା ଦେଇଥିଲେ ଫଳରେ ଘଟଣା ସ୍ଥଳରେ ଦୁହିଁଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ବ୍ୟବଚ୍ଛେଦ ପାଇଁ ପଠାଇଥିବା ଜଣାପଡିଛି ।

jay balangir
Leave A Reply

Your email address will not be published.

five + seven =

error: Content is protected !!