oum

ସିନ୍ଧେକେଲାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା : ୨ ମୃତ

jsm

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ସିନ୍ଧେକେଲାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଥିବା ଜଣାପଡିଛି । ସୁଚନା ଅନୁସାରେ ଚାନ୍ଦତୋରା ଛକରେ ଟ୍ରକ୍‌ ଧକ୍କାରେ ୨ ସ୍କୁଟର ଆରୋହୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ମୃତକଙ୍କ ପରିଚୟ ଏ ପର୍ଯ୍ୟନ୍ତ ମିଳି ନଥିବା ବେଳେ ଟ୍ରକ ଡ୍ରାଇଭର ଫେରାର ମାରିଥିବା ଜଣାପଡିଛି । ଘଟଣା ସ୍ଥଳରୁ ଟ୍ରକ୍‌ ଜବତ କରାଯାଇଥିବା ସୂଚନା ରହିଛି ।

Leave A Reply

Your email address will not be published.