pakka

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ୨ଜଣ ମୃତ୍ୟୁ ଓ ଜଣେ ଗୁରୁତର

bbehera

ସୁନ୍ଦରଗଡ଼ : ସୁନ୍ଦରଗଡ଼ ତଲସରା ଥାନା ଶାଗବାହାଲ ଲମଟି ଘାଟିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି । ସୂଚନା ଅନୁସାରେ ରାଏମାନିଆ ନାମକ ଏକ ଘରୋଇ ବସ୍‌ ସୁନ୍ଦରଗଡ଼ରୁ ଝାଡ଼ଖଣ୍ଡ ଯାଉଥିବା ସମୟରେ ତଲସରା ଥାନା ଶାଗବାହାଲ ଲମଟି ଘାଟିରେ ଯାତ୍ରୀବାହୀ ବସ୍‌ ଓ ବାଇକ୍‌ ମଧ୍ୟରେ ଧକ୍କା ହୋଇଥିଲା । ଫଳରେ ଦୁଇଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି । ଗୁରୁତରଙ୍କୁ ଉଦ୍ଧାର କରି ମେଡ଼ିକାଲରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି ।

jay balangir
Leave A Reply

Your email address will not be published.

five − one =

error: Content is protected !!