pakka

ମର୍ମନ୍ତୁଦ ସଡକ ଦୁର୍ଘଟଣା : ୪ ମୃତ, ୭ ଆହତ

ଭବାନୀପାଟଣା, (ପି.କେ. ସାହୁ) : କଳାହାଣ୍ଡି ତୁର୍ଲାଖମନ​‌ରେ ଧାନ ବୋଝେଇ ଟ୍ରକକୁ ବରଯାତ୍ରୀ ଗାଡ଼ି ଧକ୍କା ଦେବା ଫଳରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଥିବା ଜଣାପଡିଛି । ଏହି ଦୁର୍ଘଟଣାରେ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୭ ଜଣ ଆହତ ହୋଇଥିବା ଜଣାପଡିଛି । ମୃତକଙ୍କ ମଧ୍ୟରେ ୩ ଜଣ ମହିଳା ଓ ଜଣେ ପୁରୁଷ ରହିଥିବା ବେଳେ ମୃତକଙ୍କ ପରିଚୟ ଜଣାପଡିନାହିଁ । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ସମସ୍ତଙ୍କୁ ଉଦ୍ଧାର କରି ଭବାନୀପାଟଣା ମେଡିକାଲରେ ଭର୍ତ୍ତି କରିଥିବା ଜଣାପଡିଛି ।

Leave A Reply

Your email address will not be published.

7 − five =