om academy

ମର୍ମନ୍ତୁଦ ସଡକ ଦୁର୍ଘଟଣା : ୧ ମୃତ, ୧ଗୁରୁତର

jsm

ବୌଦ୍ଧ, (ବଂଶୀଧର ମାଝୀ) : ଖୋର୍ଦ୍ଧା-ବଲାଙ୍ଗିର ୫୭ ନଂ. ଜାତୀୟ ରାଜପଥ ମର୍ଜାଦପୁର ଛକ ନିକଟରେ ସଡକ ଦୁର୍ଘଟଣା ଘଟିଥିବା ଜଣାପଡିଛି । ସୂଚନା ଅନୁସାରେ ଗତକାଲି ରାତି ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଜଣେ ମହିଳାଙ୍କୁ ବାଇକ୍ ଧକ୍କା ଦେଇଥିଲା । ଫଳରେ ଗୁରୁତର ଅବସ୍ଥାରେ ମହିଳାଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ସେଠାରେ ତାଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ । ଦୁର୍ଘଟଣା ଘଟାଇଥିବା ବାଇକ୍ ଚାଳକ ଗୁରୁତର ଥିବା ଜଣାପଡିଛି ।

Leave A Reply

Your email address will not be published.