csstore

ବଥର୍ଲା ଛକ ନିକଟରେ ସଡକ ଦୁର୍ଘଟଣା : ଜଣେ ମୃତ, ଦୁଇ ଗୁରୁତର ବଲାଙ୍ଗିର ମେଡିକାଲକୁ ସ୍ଥାନାନ୍ତରିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ପାଟଣାଗଡର ବଥର୍ଲା ଛକ ନିକଟରେ ନୋ ଏଣ୍ଟ୍ରି ପାଇଁ ରାସ୍ତା କଡରେ ଛିଡା ହୋଇଥିବା ଟ୍ରକ ପଛ ପଟେ ପିଟି ହୋଇ ବାଇକ ଆରୋହୀ ମାନେ ଦୁର୍ଘଟଣାର ଶିକାର ହୋଇ ଘଟଣା ସ୍ଥଳରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଦୁଇ ଜଣ ବାଇକ ଆରୋହୀଙ୍କୁ ଗୁରୁତର ଅବସ୍ଥାରେ ସ୍ଥାନୀୟ ଲୋକ ମାନେ ଉଦ୍ଧାର କରି ପ୍ରଥମେ ପାଟଣାଗଡ଼ ଉପଖଣ୍ଡ ଚିକିତ୍ସାଳୟକୁ ନେଇଥିଲେ । ଅବସ୍ଥା ଗୁରତର ହେବାରୁ ଡାକ୍ତର ବଲାଙ୍ଗିର ଭୀମଭୋଇ ମେଡିକାଲ କୁ ସ୍ଥାନାନ୍ତରିତ କରିଥିବା ଜଣାପଡିଛି । ଦୁର୍ଘଟଣା ର ଶିକାର ବ୍ୟକ୍ତି ମାନେ ସ୍ଥାନୀୟ ଚୋପଦାର ଟେଣ୍ଟ ହାଉସ କର୍ମଚାରୀ ବୋଲି ଜଣାପଡିଛି ।

jayashree
Leave A Reply

Your email address will not be published.