om academy

ବେକରେ ଜାଭ୍‌ଲିନ୍‌ ପଶି ଗୁରୁତର ହୋଇଥିବା ସଦାନନ୍ଦ ମେହେରଙ୍କୁ ଭେଟିଲେ ଭଟଲି ବିଧାୟକ ଓ ବିଜୁ ଜନତା ଦଳର ରାଜ୍ୟ ପରିଷଦ ସଦସ୍ୟ

jsm

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଅନ୍ତର୍ଗତ ଆଗଲପୁର ହାଇସ୍କୁଲର ବାର୍ଷିକ କ୍ରୀଡ଼ା ସମୟରେ ବେକରେ ଜାଭ୍‌ଲିନ୍‌ ପଶି ଗୁରୁତର ହୋଇ ବଲାଙ୍ଗିର ଭୀମ ଭୋଇ ମେଡିକାଲ କଲେଜ ଓ ହସ୍ପିଟାଲ ଠାରେ ଭର୍ତ୍ତି ହୋଇଥିବା ବେଳେ ଗତ କିଛି ଦିନ ତଳେ ସଦାନନ୍ଦ ମେହେର ହସ୍ପିଟାଲରୁ ଡିସଚାର୍ଜ ହୋଇ ଘରକୁ ଫେରିଥିଲେ । ତେବେ ତାଙ୍କ ଘରକୁ ଯାଇ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିଛନ୍ତି ପୂର୍ବତନ ମନ୍ତ୍ରୀ ତଥା ଭଟଲି ବିଧାୟକ ସୁଶାନ୍ତ ସିଂ ଓ ଲୋଇସିଂହା ନିର୍ବାଚନ ମଣ୍ଡଳୀର ଯୁବ ନେତା ତଥା ବିଜୁ ଜନତା ଦଳର ରାଜ୍ୟ ପରିଷଦ ସଦସ୍ୟ ନିହାର ରଂଜନ ବେହେରା ।

Leave A Reply

Your email address will not be published.