pakka

ଆଗାମୀ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ଆସିଲା ଗାଇଡ୍‌ ଲାଇନ୍‌

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆଗାମୀ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ରାଜ୍ୟ ସରକାରଙ୍କ ଗୃହ ବିଭାଗରୁ ଗାଇଡ୍‌ ଲାଇନ୍‌ ଜାରି କରାଯାଇଛି । ଏଥିରେ କେବଳ ପୋଲିସ ଅଧିକାରୀ ଏବଂ କର୍ମଚାରୀଙ୍କୁ ନେଇ ଏଥିର ଆୟୋଜିତ ହେବ ପ୍ୟାରେଡ୍‌ । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଛି । ପ୍ୟାରେଡରେ ଛାତ୍ରଛାତ୍ରୀ ଏବଂ ଏନ୍‌ସିସି କ୍ୟାଡେଟ ସାମିଲ ହେବେ ନାହିିଁ । ଏନେଇ ରାଜ୍ୟର ସବୁ ଜିଲ୍ଲାପାଳ ଏବଂ ଏସ୍‌ପିଙ୍କୁ ଗୃହ ବିଭାଗ ପକ୍ଷରୁ ଚିଠି କରାଯାଇଛି ।

Leave A Reply

Your email address will not be published.

four × 4 =