lika

‘ନବୀନ’ କାର୍ଯ୍ୟାଳୟରେ ୭୩ତମ ସାଧାରଣତନ୍ତ୍ର ଦିବସ ପାଳିତ

gbag

ବ୍ରହ୍ମପୁର : ସ୍ଥାନୀୟ “ନବୀନ’ କାର୍ଯ୍ୟାଳୟରେ ୭୩ତମ ସାଧାରଣତନ୍ତ୍ର ଦିବସ ମହାଆଡ଼ମ୍ବରରେ ପାଳିତ ହୋଇଯାଇଛି । ଡ.ଡମ୍ବରୁଧର ସାହୁ ମୁଖ୍ୟଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ । ନବୀନର ସମ୍ପାଦକ ରବି ରଥଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଆଲୋଚନାଚକ୍ରରେ ନବୀନ ପାଠାଗାର ଓ ସାହିତ୍ୟ ପ୍ରତିଷ୍ଠାନର କାର୍ଯ୍ୟକାରୀ ସଭାପତି କୃଷ୍ଣଚନ୍ଦ୍ର ତ୍ରିପାଠୀ, ସମ୍ପାଦକ କପିଳ ଚନ୍ଦ୍ର ମହାନ୍ତି, ବି.ସତ୍ୟମ ଆଚାରୀ, ସୁଧୀର କୁମାର ପଣ୍ଡା, ପବିତ୍ର କୁମାର ଚୌଧୁରୀ, ସୁଶାନ୍ତ କର, ଶିକ୍ଷାବିତ୍‌ ରାଜେନ୍ଦ୍ର ପ୍ରସାଦ ପାଣିଗ୍ରାହୀ, ପ୍ରଫୁଲ୍ଲ କୁମାର ତ୍ରିପାଠୀ, ଭଗବତ ·ରିଟେବଲ ଟ୍ରଷ୍ଟ ସଭାପତି ଏସ୍‌. ପ୍ରକାଶ ଚନ୍ଦ୍ର ପାତ୍ର, ସାମ୍ବାଦିକ ରାକେଶ କୁମାର ଷଡ଼ଙ୍ଗୀ, ନବୀନର ପ୍ରକାଶିକା ମଞ୍ଜୁ ରଥ ପ୍ରମୁଖ ଅଂଶଗ୍ରହଣ କରି ଦେଶାତ୍ମବୋଧକ କବିତା ପାଠ କରିଥିଲେ ।

babaa
Leave A Reply

Your email address will not be published.