oum

ରାୟଗଡ଼ାରେ ସାଧାରଣତନ୍ତ୍ର ଦିବସ ପାଳିତ

jsm

ରାୟଗଡ଼ା : ରାୟଗଡ଼ାରେ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ଆଡ଼ମ୍ବର ସହକାରେ ପାଳନ ହୋଇଯାଇଛି । ଜିଲ୍ଲାସ୍ତରୀୟ ଉତ୍ସବରେ ଜିଲ୍ଲାପାଳ ସ୍ଵଧା ଦେବ ସିଂ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି । ଏହା ସହ ଜିଲ୍ଲାପାଳ ସମବେତ ପରେଡରେ ଅଭିବାଦନ ଗ୍ରହଣ କରିଛନ୍ତି ।

Leave A Reply

Your email address will not be published.