om academy

କୋଏଲ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପକ୍ଷରୁ ୭୪ତମ ସାଧାରଣତନ୍ତ୍ର ଦିବସ ପାଳିତ

jsm

ରାଉରକେଲା, (ସସ୍ମିତା ପ୍ରଧାନ) : କୋଏଲ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପକ୍ଷରୁ ୭୪ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ବିଦ୍ୟାମନ୍ଦିରର ପ୍ରଧାନ ଶିକ୍ଷୟିତ୍ରୀ ସଂଧ୍ୟାରାଣୀ ଜୟସିଂହ ଜାତୀୟ ପତାକା ଉତ୍ତୋଳନ କରିଥିଲେ । ଏହି ଅବସରରେ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ପ୍ରଭାତଫେରୀ କରିଥିଲେ । ସୁଶ୍ରୀ ଅଞ୍ଜନା କୁମାରୀ ଜାତୀୟତା ବୋଧ ସଂଗୀତ ଗାନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ବରିଷ୍ଠ ଶିକ୍ଷକ କାହ୍ନୁଚରଣ ପ୍ରଧାନ, ଝରଣା ଦାସ, ରଶ୍ମି ବେହେରା, ରୂପାଲୀ ସିଂହ, ପ୍ରଭାସିନୀ ସ୍ବାଇଁ, ବିନିତା ଅଗ୍ରୱାଲ, ଦୀପିକା କଚ୍ଛପ, ଗୁଲବାହାର ତରୁନାମ, ଦୀପ୍ତିମୟୀ ପରିଡା ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ।

Leave A Reply

Your email address will not be published.