ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ୭୩ତମ ସାଧାରଣତନ୍ତ୍ର ଦିବସ ପାଳିତ

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ସ୍ଥାନୀୟ ସଂଘ କାର୍ଯ୍ୟାଳୟରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ୭୩ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ସଂଘର ରାଜ୍ୟ ସଭାପତି ବିଭୂତି ଭୁଷଣ କର ପତାକା ଉତ୍ତୋଳନ କରିଥିବା ବେଳେ ଏଥିରେ ସଂଘର ବରିଷ୍ଠ କାର୍ଯ୍ୟକର୍ତ୍ତାମାନେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.