ଭାରତ ଅପରେଟିଂ ସିଷ୍ଟମ୍‌ର ପରୀକ୍ଷଣ ସଫଳ : କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆଇଆଇଟି ମାଡ୍ରାସ ଦ୍ୱାରା ବିକଶିତ ସ୍ବଦେଶୀ ମୋବାଇଲ ଅପରେଟିଂ ସିଷ୍ଟମ-‘ଭାରତ ଅପରେଟିଂ ସିଷ୍ଟମ’ର ପରୀକ୍ଷଣ ସଫଳ ହୋଇଛି ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୂଚନା ଦେଇଛନ୍ତି । ଏହି ଅବସରରେ ଧର୍ମେନ୍ଦ୍ର ଆଇଆଇଟି ମାଡ୍ରାସ୍‌ର ସଫଳ ପ୍ରଚେଷ୍ଟାକୁ ପ୍ରଶଂସା କରି କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ କଳ୍ପନାରେ ଦେଶରେ ସଶକ୍ତ, ସ୍ୱଦେଶୀ ଏବଂ ଆତ୍ମନିର୍ଭର ଭାରତର ଡିଜିଟାଲ ଭିତ୍ତିଭୂମିକୁ ପୂରଣ କରିବା ଦିଗରେ ଏହା ଏକ ମହତ୍ତ୍ୱପୂର୍ଣ୍ଣ ପଦକ୍ଷେପ ।

Leave A Reply

Your email address will not be published.