om academy

ପୁରୀରେ ଆନ୍ତର୍ଜାତୀୟ ବେଳାଭୂମି ସଫେଇ ସୁରକ୍ଷା ଦିବସ ପାଳିତ

jsm

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) :ପୁରୀରେ ଆନ୍ତର୍ଜାତୀୟ ବେଳାଭୂମି ସଫେଇ (ସାଗର ତଟ) ସୁରକ୍ଷା ଦିବସ ପାଳିତ ହୋଇଯାଇଛି । ଏଥିରେ ବିଭିନ୍ନ ସ୍କୁଲ ଓ କଲେଜର ୫ ସହରୁ ଉର୍ଦ୍ଧ ଛାତ୍ର ଛାତ୍ରୀ ଯୋଗ ଦେଇଥିଲେ । ଏହାସହ ଜିଲ୍ଲାପାଳ ସମର୍ଥ ବର୍ମା କାର୍ଯ୍ୟକ୍ରମ ଉଦ୍‌ଘାଟନ କରିଛନ୍ତି । ପେଣ୍ଠକଟାଠାରୁ କୋକୋପମ୍ ପର୍ଯ୍ୟନ୍ତ ବେଳାଭୂମି ସଫେଇ କରାଯାଉଛି ।

Leave A Reply

Your email address will not be published.