jayashree

କର୍ମଜୀବୀ ସାମ୍ବାଦିକଙ୍କୁ ଆର୍ଥିକ ସହାୟତା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ୭ ଜଣ କର୍ମଜୀବୀ ସାମ୍ବାଦିକଙ୍କୁ ଅନୁକମ୍ପା ରାଶି ଓ ଆର୍ଥିକ ସହାୟତା ବାବଦକୁ ୫୫ ଲକ୍ଷ ୫୦ ହଜାର ଟଙ୍କା ପ୍ରଦାନ କରାଯାଇଛି। କରୋନା ୨ୟ ଲହରରେ ମୃତ ସାମ୍ବାଦିକଙ୍କ ତଥ୍ୟ ସଂଗ୍ରହ ପ୍ରକ୍ରିୟା ତ୍ବରାନ୍ବିତ କରିବା ପାଇଁ ପ୍ରମୁଖ ଶାସନ ସଚିବ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.