oom

ମୃତ ସାମ୍ବାଦିକଙ୍କ ପରିବାରକୁ ୧୩ ଲକ୍ଷର ସହାୟତା ସହାୟତା ରାଶି ପ୍ରଦାନ ନେଇ ଘୋଷଣା କଲେ ରାଜ୍ୟ ସରକାର

jsmm

ମ.ରାମପୁର, (ହେମନ୍ତ ସାହୁ) : କଳାହାଣ୍ଡି ଜିଲ୍ଲା ମ.ରାମପୁରରେ ଲ୍ୟାଣ୍ଡମାଇନ ବିସ୍ଫୋରଣରେ ସାମ୍ବାଦିକଙ୍କ ମୃତ୍ୟୁ ଘଟଣା ଏବେ ସାରା ରାଜ୍ୟରେ ଶୋକର ଛାୟା ଖେଳି ଯାଇଥିବା ବେଳେ ମୃତ ସାମ୍ବାଦିକ ରୋହିତ ବିଶ୍ୱାଳଙ୍କ ପରିବାରକୁ ୧୩ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ ନେଇ ଘୋଷଣା କରିଛନ୍ତି ରାଜ୍ୟ ସରକାର । ତେବେ ପୋଲିସ ବିଭାଗ ପକ୍ଷରୁ ୯ ଲକ୍ଷ ଓ ସାମ୍ବାଦିକ କଲ୍ୟାଣ ପାଣ୍ଠିରୁ ୪ ଲକ୍ଷ ଟଙ୍କା ରୋହିତଙ୍କ ପରିବାରକୁ ତୁରନ୍ତ ଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସରକାରଙ୍କ ଗଣମାଧ୍ୟମ ବ୍ୟାପାର ପରାମର୍ଶଦାତା ମାନସ ମଙ୍ଗରାଜ ।

jittmm
Leave A Reply

Your email address will not be published.