
ଭୁବନେଶ୍ୱର, (କେପିଏନ୍ଏସ୍) : କୋଭିଡ୍ରେ ମୃତ୍ୟୁବରଣ କରିଥିବା ବ୍ୟକ୍ତିଙ୍କ ନିକଟତମ ସମ୍ପର୍କୀୟଙ୍କୁ ବିପର୍ୟ୍ୟୟ ସହାୟତା ରାଶି ପାଣ୍ଠିରୁ ୫୦ହଜାର ଟଙ୍କାର ଅନୁକମ୍ପାମୂଳକ ସହାୟତା ପ୍ରଦାନ କରାଯାଉଛି । ମଇ ୨୮ ତାରିଖ ଆବେଦନର ଶେଷ ତାରିଖ ଅଟେ । ଆବେଦନ କରିବା ପାଇଁ ଏହି ଲିଙ୍କ କ୍ଲିକ କରନ୍ତୁ : https://t.co/6Kvbl5P9js । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।