ବନ୍ୟା ପ୍ରଭାବିତ ଅଞ୍ଚଳରେ ହିତାଧିକାରୀଙ୍କୁ ସହାୟତା ପ୍ରଦାନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଜଗତସିଂହପୁର ଜିଲ୍ଲାରେ ବନ୍ୟା ପ୍ରଭାବିତ ଅଞ୍ଚଳରେ ହିତାଧିକାରୀଙ୍କୁ ମାଗଣା ପଲିଥିନ୍ ସିଟ୍ ଏବଂ ଅନ୍ୟାନ୍ୟ ରିଲିଫ୍ ସାମଗ୍ରୀ ବଣ୍ଟନ କରାଯାଇଛି । ତଳିଆ ଅଞ୍ଚଳ ଲୋକଙ୍କୁ ସୁରକ୍ଷିତ ସ୍ଥାନାନ୍ତର କରାଯିବା ସହ ସମସ୍ତ ସହାୟତା ପ୍ରଦାନ କରାଯାଉଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.