ଯବାନଙ୍କ ପରିବାରର କଲ୍ୟାଣ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସହାୟତା ପାଣ୍ଠି ଗଠନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ସମାରିକ ତଥା ଅର୍ଦ୍ଧ ସମାରିକ ବାହିନୀରେ ରହି ଦେଶ ପାଇଁ ପ୍ରଣାବଳୀ ଦେଉଥିବା ଯବାନଙ୍କ ପରିବାରର କଲ୍ୟାଣ ପାଇଁ ରାଜ୍ୟ ସରକାର କାର୍ଗିଲ ଯୁଦ୍ଧ ସମୟରୁ ଏକ ସହାୟତା ପାଣ୍ଠି ଗଠନ କରିଛନ୍ତି । ପ୍ରଥମେ ଏହି ସହାୟତା ରାଶି ଏକ ଲକ୍ଷ ଟଙ୍କା ଥିବା ବେଳେ ୨୦୧୦ ଓ ୨୦୧୨ ରେ ଏହାକୁ ଯଥା କ୍ରମେ ୨ଲକ୍ଷ ଓ ୫ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଥିଲା । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.