pakka

ବଲାଙ୍ଗିର ପୂର୍ବତନ ସାଂସଦ କଳିକେଶ ନାରାୟଣ ସିଂହଦେଓଙ୍କ ସହିତ ବଲାଙ୍ଗିର ଜିଲ୍ଲାର ବିଜୁ ଜନତା ଦଳର ବିଜୟୀ ପ୍ରାର୍ଥୀଙ୍କ ବିଜୟ ଉତ୍ସବ

bbehera

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ପୂର୍ବତନ ସାଂସଦ କଳିକେଶ ନାରାୟଣ ସିଂହଦେଓଙ୍କ ସହିତ ବଲାଙ୍ଗିର ଜିଲ୍ଲାର ବିଜୁ ଜନତା ଦଳର ବିଜୟୀ ପ୍ରାର୍ଥୀଙ୍କ ବିଜୟ ଉତ୍ସବ ପାଳିତ ହୋଇଯାଇଛି । ସ୍ଥାନୀୟ ଶୈଳେଶ୍ରୀ ପେଲେସ ଠାରେ ଏହି ଉତ୍ସବ ପାଳିତ ହୋଇଥିବା ବେଳେ ତ୍ରିସ୍ତରୀୟ ପଂଚାୟତ ନିର୍ବାଚନରେ ନବ ନିର୍ବାଚିତ ବିଜୁ ଜନତା ଦଳର ପ୍ରାର୍ଥୀ ଓ ପ୍ରାର୍ଥିନୀ ମାନଙ୍କ ସହ ତୁଙ୍ଗ ନେତାମାନେ ଯୋଗ ଦାନ କରିଥିଲେ । ସାରା ଓଡିଶାରେ ବିଜେଡି ବିପୁଳ ଜନ ସମର୍ଥନ ପାଇଥିବା ଯୋଗୁଁ ଦଳୀୟ କର୍ମୀ ମାନଙ୍କ ମଧ୍ୟରେ ବେଶ ଉତ୍ସାହ ପରିଲକ୍ଷିତ ହୋଇଛି ।

jay balangir
Leave A Reply

Your email address will not be published.

19 − 17 =