om academy

ଆସନ୍ତା ଏପ୍ରିଲ ୪ ତାରିଖରୁ ସକାଳୁଆ କୋର୍ଟ

କଟକ : ଆସନ୍ତା ଏପ୍ରିଲ ୪ ତାରିଖରୁ ରାଜ୍ୟର ସମସ୍ତ ଅଧସ୍ତନ କୋର୍ଟ ସକାଳୁଆ ଚାଲିବ । ପୁରୀ, ଭୁବନେଶ୍ୱର, ବ୍ରହ୍ମପୁର, ଛତ୍ରପୁର, କୋରାପୁଟ କୋର୍ଟ ଛଡ଼ା ସବୁ ସକାଳୁଆ ହେବ । ସକାଳ ୭ଟାରୁ ଦିନ ୧ଟା ପର୍ଯ୍ୟନ୍ତ ଚାଲିବ କୋର୍ଟ । ମଝିରେ କେବଳ ଦିନ ୧୦ଟାରୁ ୧୦ଟା ୩୦ ପର୍ଯ୍ୟନ୍ତ ବିରତି ରହିଥିବା ନେଇ ଏ ସମ୍ପର୍କରେ ସବୁ ଜିଲ୍ଲା ଜଜ୍‌ଙ୍କୁ ହାଇକୋର୍ଟ ରେଜିଷ୍ଟ୍ରାରଙ୍କ ପକ୍ଷରୁ ଚିଠି ଦିଆଯାଇଛି ।

Leave A Reply

Your email address will not be published.

seven + 5 =