ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ପ୍ରଦୀପ ଜେନା

ଭୁବନେଶ୍ୱର : ଦାୟିତ୍ୱ ନେବା ପୂର୍ବରୁ ନୂତନ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମଙ୍ଗଳବାର ଭେଟିଛନ୍ତି । ତାଙ୍କ ସହ ଉନ୍ନୟନ କମିଶନର ଅନୁ ଗର୍ଗ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିଛନ୍ତି । ଏହି ଅବସରରେ ପୂର୍ବତନ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ଆର. ବାଲକ୍ରିଷ୍ଣନ, ମୁଖ୍ୟମନ୍ତ୍ରୀଙ୍କ ସଚିବ ଭି.କେ ପାଣ୍ଡିଆନ ଉପସ୍ଥିତ ଥିଲେ ।

Leave A Reply

Your email address will not be published.

nine + six =