oum

ଓଡ଼ିଶା ବିଧାନସଭାର ବାଚସ୍ପତି ଓ ଲୋକସଭା ବାଚସ୍ପତିଙ୍କ ସୌଜନ୍ୟମୂଳକ ସାକ୍ଷାତ

jsm

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ନୂଆଦିଲ୍ଲୀସ୍ଥିତ ଲୋକସଭା ସଚିବାଳୟଠାରେ ଗତକାଲି ଓଡ଼ିଶା ବିଧାନସଭାର ବାଚସ୍ପତି ବିକ୍ରମ କେଶରୀ ଆରୁଖ ଲୋକସଭା ବାଚସ୍ପତି ଓମ୍ ବିର୍ଲାଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ଶ୍ରୀ ଆରୁଖ ଉପଢୌକନ ଓ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତିକୃତି ପ୍ରଦାନ ପୂର୍ବକ ଶ୍ରୀ ବିର୍ଲାଙ୍କୁ ସମ୍ବର୍ଦ୍ଧିତ କରିଥିଲେ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.