ls

ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ଅସିତ ତ୍ରିପାଠୀଙ୍କ ଲହୁଣୀପଡ଼ା ବ୍ଲକ ଗସ୍ତ

sb

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା ତଥା ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ଅସିତ ତ୍ରିପାଠୀ ଲହୁଣୀପଡ଼ା ବ୍ଲକ ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର କ୍ଷେତ୍ରସ୍ତରୀୟ ଅନୁଧ୍ୟାନ କରିଛନ୍ତି । ସେଥିମଧ୍ୟରେ ରହିଛି ରୂପାନ୍ତରିତ ହାଇସ୍କୁଲ, ମା’ଗୃହ, ଟସର ସିଲକ ପାର୍କ, ପାନୀୟ ଜଳ ଯୋଗାଣ ଏବଂ ୱାଡି କାର୍ଯ୍ୟକ୍ରମ ଅନୁଧ୍ୟାନ କରିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

pc pk
Leave A Reply

Your email address will not be published.