ଶଲାବୁଢା ଅଟଲ ବିହାରୀ ପଣ୍ଡାଙ୍କ ଜନ୍ମ ଜୟନ୍ତୀ ସମାରୋହ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜିର ସଂଧ୍ୟାରେ ସ୍ଥାନୀୟ ପତିତପାବନ ଏକାଡେମୀ ସଭା ଗୃହ ଠାରେ ଶଲାବୁଢା ଅଟଲ ବିହାରୀ ପଣ୍ଡାଙ୍କ ଜନ୍ମ ଜୟନ୍ତୀ ସମାରୋହ ଅନୁଷ୍ଠିତ ହୋଇଯାଇଛି । ଏହି ସମାରୋହରେ ବଲାଙ୍ଗିର ପୌରପରିଷଦର ପୌରଅଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ ଯୋଗ ଦେଇ ଶଲାବୁଢା ଅଟଲ ବିହାରୀ ପଣ୍ଡାଙ୍କ ବିଷୟରେ ମତ ପ୍ରଦାନ କରିଥିଲେ ।

Leave A Reply

Your email address will not be published.

13 − six =