ଓଡିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟର ୩୯ତମ ସମାବର୍ତ୍ତନ ଉତ୍ସବ

ଭୁବେନଶ୍ୱର, (କେପିଏନ୍‌ଏସ୍‌) : ଓଡିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟର ୩୯ତମ ସମାବର୍ତ୍ତନ ଉତ୍ସବରେ ଯୋଗଦେଇ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ବିଶ୍ୱବିଦ୍ୟାଳୟଗୁଡ଼ିକ ପୂର୍ଣ୍ଣାଙ୍ଗ ଶିକ୍ଷା ପଦ୍ଧତି ମାଧ୍ୟମରେ ବ୍ୟକ୍ତିର ସାମଗ୍ରୀକ ବିକାଶ ଉପରେ ଗୁରୁତ୍ୱ ଆରୋପ କରିଥିଲେ । ଏହି ଶିକ୍ଷା ପଦ୍ଧତି ବ୍ୟକ୍ତିର ଆଚରଣ ଏବଂ ଉଚ୍ଚାରଣରେ ଶୁଦ୍ଧତା ଆଣିବାରେ ସହାୟକ ହେବ ବୋଲି ସେ ମତ ଦେଇଥିଲେ ।

Leave A Reply

Your email address will not be published.

error: Content is protected !!