pakka

ଭାରତୀୟ ଜନତା ପାର୍ଟିର ମଣ୍ଡଳ ସ୍ତରୀୟ ବିଜୟ ସଂକଳ୍ପ ସମାବେଶ

bbehera

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପଲସାପାଲିଠାରେ ଭାରତୀୟ ଜନତା ପାର୍ଟିର ମଣ୍ଡଳ ସ୍ତରୀୟ ବିଜୟ ସଂକଳ୍ପ ସମାବେଶ ହୋଇଥିଲା । ଏହି ଅବସରରରେ ୩୦ ହଜାରରୁ ଅଧିକ ମହିଳା ଓ ପୁରୁଷ ବିଜେପି କର୍ମୀ ଯୋଗ ଦେଇଥିଲେ । ବରଗଡ଼ ସାଂସଦ ପ୍ରାର୍ଥୀ ପ୍ରଦୀପ ପୁରୋହିତ, ପଦ୍ମପୁର ବିଧାନସଭା ବିଧାୟକ ପ୍ରାର୍ଥୀ ଗୋବର୍ଦ୍ଧନ ଭୁଏ ଏବଂ ସମସ୍ତ ମଣ୍ଡଳ ସଭାପତି ମଞ୍ଚାସୀନ ଥିଲେ । ଏହି ସମାବେଶ ଅବସରରେ କଂଗ୍ରେସ ଦଳର ୪୦ ଜଣ କର୍ମୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନିତି ଆଦର୍ଶରେ ଅନୁପ୍ରାଣୀତ ହୋଇ ଭାରତୀୟ ଜନତା ପାର୍ଟିରେ ଯୋଗଦାନ କରିଥିଲେ ।

Leave A Reply

Your email address will not be published.

19 − 14 =