pakka

ସାମାଜିକ ସେବା କାର୍ଯ୍ୟକ୍ରମରେ ଯୋଗଦେଲେ ବିଧାୟକ ସରୋଜ

bbehera

ପାଟଣାଗଡ, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ୱାନ କ୍ରମେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ଅକ୍ଟୋବର ୨ରୁ ନଭେମ୍ବର ୨ ପର୍ଯ୍ୟନ୍ତ ସାମାଜିକ ସେବା କାର୍ଯ୍ୟକ୍ରମ ପାଟଣାଗଡ ବ୍ଲକ ଉଲବା ଗ୍ରାମର ହାଇସ୍କୁଲ ପରିସର ଓ ରାସ୍ତା ସଫେଇ କାର୍ଯ୍ୟକ୍ରମରେ ପାଟଣାଗଡ ବିଧାୟକ ସରୋଜ ମେହେରଙ୍କ ଦ୍ୱାରା ଆରମ୍ଭ କରାଯାଇଛି । ସଫେଇ ପ୍ରତି ସମସ୍ତ ଜନ ସାଧାରଣ ବିଶେଷ ଧ୍ୟାନ ଦେବାକୁ ବିଧାୟକ ଶ୍ରୀ ମେହେର ଅନୁରୋଧ କରିଛନ୍ତି । ଏହି କାର୍ଯ୍ୟକମ୍ରରେ ବହୁ ସଂଖ୍ୟାରେ ବିଜେଡି କର୍ମୀ ଓ ଗ୍ରାମବାସୀମାନେ ଯୋଗଦାନ କରିଥିଲେ ।

Leave A Reply

Your email address will not be published.

5 × 2 =