pakka

ମୁଖ୍ୟମନ୍ତ୍ରୀଙ୍କ ପଶ୍ଚିମ ଓଡ଼ିଶା ଗସ୍ତକୁ ନରସିଂହ ମିଶ୍ରଙ୍କ ସମାଲୋଚନା

l2

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀଙ୍କ ପଶ୍ଚିମ ଓଡ଼ିଶା ଗସ୍ତକୁ ନେଇ ନରସିଂହ ମିଶ୍ର କଡା ସମାଲୋଚନା କରିଛନ୍ତି । ସେ କହିଛନ୍ତି ଯେ, ନିର୍ବାଚନକୁ ଆଖିରେ ରଖି ନବୀନ ରୋଡ୍ ସୋ’ କରୁଛନ୍ତି । ସ୍କୁଲରେ ରଙ୍ଗ ବୋଳି ଦେଲେ, କିନ୍ତୁ ଶିକ୍ଷକ ନାହାନ୍ତି, ମେଡିକାଲରେ ଡାକ୍ତର ନାହାନ୍ତି, ଚାଷୀଙ୍କ ଦୁଃଖ ନ କହିବା ଭଲ, କେବିକେରେ ଦ୍ୱିତୀୟ କୃଷି ବିଦ୍ୟାଳୟ କୁଆଡ଼େ ଗଲା ?, ନିର୍ବାଚନ ଜିତିବା ସେ ଜାଣିଛନ୍ତି, ତାଙ୍କୁ କେହି ପାରିବେନି ବୋଲି ବଲାଙ୍ଗିର ବିଧାୟକ ତଥା କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ମତ ପ୍ରକାଶ କରିଛନ୍ତି ।

pp
Leave A Reply

Your email address will not be published.

17 − ten =