pakka

ପୁରୀ ଗୁଣ୍ଡିଚା ମନ୍ଦିର ମୁକ୍ତାକାଶ ରଗଂମଚରେ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଭଜନ ସମାରୋହର ଆୟୋଜନ

bbehera

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ପୁରୀ ଗୁଣ୍ଡିଚା ମନ୍ଦିର ମୁକ୍ତାକାଶ ରଗଂମଚରେ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ରଥଯାତ୍ରା ଉପଲକ୍ଷେ ପ୍ରତିଦିନ ସନ୍ଧ୍ୟାରେ ଭଜନ ଆୟୋଜନ ହେଉଛି । ଗତକାଲି ବିଶିଷ୍ଟ କଣ୍ଠଶିଳ୍ପୀ ଆଶା ମୁକୁଲ ବାରିକ ଓ ସାଥୀମାନଙ୍କ ଦ୍ୱାରା ଭଜନ ପରିବେଷଣ ହୋଇଥିଲା । କାର୍ଯ୍ୟକ୍ରମରେ ବିଭାଗୀୟ ନିର୍ଦ୍ଦେଶକଙ୍କ ସମେତ ଅନ୍ୟାନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

jay balangir
Leave A Reply

Your email address will not be published.

two × three =