oum

ସାମ୍ବାଦିକ ପ୍ରତାପ ଚନ୍ଦ୍ର ଦାସଙ୍କ ପରଲୋକ

jsm

ଖୋର୍ଦ୍ଧା, (କେପିଏନ୍‌ଏସ୍‌) : ଖୋର୍ଦ୍ଧା ଜିଲ୍ଲା ଉତ୍କଳ ସାମ୍ବାଦିକ ସଂଘର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ସାମ୍ବାଦିକ ପ୍ରତାପ ଚନ୍ଦ୍ର ଦାସଙ୍କ ଗତ ରାତିରେ ପରଲୋକ ହୋଇ ଯାଇଥିବା ସୂଚନା ମିଳିଛି । ତେବେ ତାଙ୍କ ଅମର ଆତ୍ମାର ସଦ୍‌ଗତି ପାଇଁ ଉତ୍କଳ ସାମ୍ବାଦିକ ସଂଘର ସଭାପତି ବିଭୂତି ଭୂଷଣ କରଙ୍କ ସମେତ ସଂଘ ପକ୍ଷରୁ ଗଭୀର ଶୋକ ପ୍ରକାଶ କରାଯାଇଛି ।

Leave A Reply

Your email address will not be published.