ଅହିଂସା ରଥ ପରିକ୍ରମା ଅଭିଯାନର ୪ର୍ଥ ଦିବସରେ ବିଭିନ୍ନ ବିଦ୍ୟାଳୟରେ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଅହିଂସା ରଥ ପରିକ୍ରମା ଅଭିଯାନର ୪ର୍ଥ ଦିବସରେ ପୁରୀ ଏବଂ ଢେଙ୍କାନାଳ ଜିଲ୍ଲାର ବିଭିନ୍ନ ବିଦ୍ୟାଳୟରେ ରଥଗୁଡିକୁ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ପ୍ରାପ୍ତ ହୋଇଛି । ଛାତ୍ରଛାତ୍ରୀମାନେ ଦେଶାତ୍ମବୋଧକ ନୃତ୍ୟ ପରିବେଷଣ କରିଥିବା ବେଳେ ଅଞ୍ଚଳବାସୀ ସାଂସ୍କୃତିକ କାର୍ଯ୍ୟକ୍ରମ ଜରିଆରେ ରଥକୁ ସ୍ୱାଗତ କରିଥିଲେ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.