ସୁବର୍ଣ୍ଣପୁର ଜିଲ୍ଲାରେ ଅହିଂସା ରଥକୁ ସ୍ୱାଗତ ସମ୍ବର୍ଦ୍ଧନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲାରେ ଗତକାଲି ଅହିଂସା ରଥକୁ ଜିଲ୍ଲା ପରିଷଦ ଅଧ୍ୟକ୍ଷ, ଏସ୍‌ପି, ସୋନପୁର ପୌରାଧ୍ୟକ୍ଷା ଓ ଏଡିଏମ୍‌ଙ୍କ ସମେତ ବରିଷ୍ଠ ଅଧିକାରୀ ଓ ଜନ ପ୍ରତିନିଧିମାନେ ସ୍ୱାଗତ କରିଛନ୍ତି । ଏହି ଅବସରରେ ଏକ ବିଶାଳ ଶୋଭାଯାତ୍ରା ଏବଂ ସୋନପୁର ଟାଉନହଲରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.