ଓଡିଶା ଆଦର୍ଶ ବିଦ୍ୟାଳୟରେ ଅହିଂସା ରଥକୁ ସ୍ୱାଗତ ସମ୍ବର୍ଦ୍ଧନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ପାଟଣାଗଡ ବ୍ଲକର ଭଇଁଷା ସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଅନୁଷ୍ଠିତ ଅହିଂସା ରଥକୁ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ପାଟଣାଗଡ ବିଧାୟକ ସରୋଜ କୁମାର ମେହେର ଯୋଗ ଦେଇଥିଲେ । ସେହିପରି ସଇଁତଳା ବ୍ଲକରେ ମଧ୍ୟ ବିଶାଳ ସ୍ୱାଗତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.