om academy

ଟିଟିଲାଗଡରେ ଅହିଂସା ରଥକୁ ସ୍ୱାଗତ ସମ୍ବର୍ଦ୍ଧନା

jsm

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟ ଜଳସମ୍ପଦ ତଥା ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନୀ ସାହୁ ଟିଟିଲାଗଡରେ ଅନୁଷ୍ଠିତ ଅହିଂସା ରଥକୁ ସ୍ୱାଗତ କାର୍ଯ୍ୟକ୍ରମରେ ଯୋଗଦାନ କରିଥିଲେ । ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀଙ୍କ ବିକାଶମୂଳକ ଚିନ୍ତାଧାରାକୁ ରାଜ୍ୟର କୋଣ ଅନୁକୋଣରେ ପହଞ୍ଚାଇବା ନିମନ୍ତେ ଶ୍ରୀମତୀ ସାହୁ ଅନୁରୋଧ କରିଥିଲେ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.