ବାଲିପାଟଣା ଓ ବନମାଳୀପୁରରେ ଅହିଂସା ରଥକୁ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ବାଲିପାଟଣା ଓ ବନମାଳୀପୁରରେ ଅହିଂସା ରଥକୁ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି । ଏହି ଅବସରରେ ଓଡିଶୀ ନୃତ୍ୟ ଓ ଚିତ୍ତାକର୍ଷକ ଗୋଟିପୁଅ ନୃତ୍ୟ ପରିବେଷଣ କରାଯାଇଥିଲା । ବିଭିନ୍ନ ସ୍ଥାନରେ ଛାତ୍ରଛାତ୍ରୀଙ୍କ ସମେତ ଜନ ପ୍ରତିନିଧିଗଣ ଓ ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟମାନେ ପଦଯାତ୍ରାରେ ଅଂଶଗ୍ରହଣ କରିଥିଲେ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭିଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.