ଟାଇଗର କ୍ଲବ ପକ୍ଷରୁ ପ୍ରଶାନ୍ତ ଦାସଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ଶାନ୍ତିପଡା ଟାଇଗର କ୍ଲବ ପକ୍ଷରୁ ପ୍ରଶାନ୍ତ ଦାସଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି । ସୂଚନାଯେଗ୍ୟ ଯେ, ପଞ୍ଜାବରେ ଆୟୋଜିତ ହୋଇଥିବା ଜାତୀୟସ୍ତରୀୟ ବଡିବିଲ୍ଡିଂ ପ୍ରତିଯୋଗିତାରେ ଦ୍ୱିତୀୟ ସ୍ଥାନ ଅଧିକାର କରିଥିଲେ । ଏହି ଉପଲକ୍ଷେ ଆଜି ଶାନ୍ତିପଡା ଟାଇଗର କ୍ଲବ ପକ୍ଷରୁ ତାଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି ।

Leave A Reply

Your email address will not be published.

18 − 11 =