csstore

ପଶ୍ଚିମ ଓଡିଶା କଳାକାର ସଂଘ ପକ୍ଷରୁ ବରଗଡ ନୁତନ ଜିଲ୍ଲାପାଳଙ୍କୁ ସମ୍ବର୍ଦ୍ଧନା

ବରଗଡ, (ନିରୋଜ କୁମାର ପାଣୀ) : ପଶ୍ଚିମ ଓଡିଶା କଳାକାର ମହାସଂଘ ତରଫରୁ ବରଗଡ଼ରେ ନୂତନ ଭାବେ ଯୋଗ ଦେଇଥିବା ଜିଲ୍ଲାପାଳ ମୋନିଷା ବାନାର୍ଜୀଙ୍କୁ ଶୁଭେଚ୍ଛା ଜଣାଇବା ସହିତ ସୌଜନ୍ୟମୂଳକ ସାକ୍ଷାତ କରା ଯାଇଛି l ଏଥିରେ ପଶ୍ଚିମ ଓଡିଶା କଳାକାର ମହାସଂଘ ତଥା ରାଜ୍ୟ କଳାକାର ସଂଘ ସଭାପତି ଚୈତନ୍ୟ ପାଇକ ଏବଂ ଉପ ସଭାପତି ତଥା ବିଶ୍ଵ ପ୍ରସିଦ୍ଧ ଧନୁଯାତ୍ରାର କଂସ ମହାରାଜ ଭୁବନେଶ୍ବର ପ୍ରଧାନଙ୍କ ସମେତ ପଶ୍ଚିମ ଓଡିଶା କଳାକାର ମହାସଂଘର ସଦସ୍ୟ ବୃନ୍ଦ ଉପସ୍ଥିତ ଥିଲେ l

jayashree
Leave A Reply

Your email address will not be published.