pakka

ପଦ୍ମଶ୍ରୀ ନରସିଂହ ପ୍ରସାଦ ଗୁରୁଙ୍କୁ ସମ୍ବର୍ଦ୍ଧନା ଜଣାଇଲେ ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର

bbehera

ବଲାଙ୍ଗିର, (କେପିଏନ୍‌ଏସ୍‌) : ପଦ୍ମଶ୍ରୀ ନରସିଂହ ପ୍ରସାଦ ଗୁରୁଙ୍କୁ ସମ୍ବର୍ଦ୍ଧନା ଜଣାଇଛନ୍ତି ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର । ବିଧାୟକ ଶ୍ରୀ ମିଶ୍ର ପଦ୍ମଶ୍ରୀ ଶ୍ରୀ ଗୁରୁଙ୍କ ବାସଭବନକୁ ଯାଇ ତାଙ୍କୁ ସାକ୍ଷାତ କରିଛନ୍ତି ଏବଂ ତାଙ୍କ କୃତୀତ୍ୱ ପାଇଁ ପ୍ରଶଂସା କରିବା ସହ ମର୍ଯ୍ୟାଦାଜନକ ପଦ୍ମଶ୍ରୀ ପୁରସ୍କାର ପାଇବା ପାଇଁ ଯୋଗ୍ୟ ବିବେଚିତ ହୋଇ ବଲାଙ୍ଗିର ମାଟି ପାଇଁ ଗର୍ବ ଓ ଗୌରବ ଆଣି ଦେଇଥିବା ଯୋଗୁଁ ତାଙ୍କୁ ଅଶେଷ ଶୁଭେଚ୍ଛା ପ୍ରଦାନ କରିଛନ୍ତି ।

jay balangir
Leave A Reply

Your email address will not be published.

nineteen + sixteen =

error: Content is protected !!