ନବନିର୍ବାଚିତ ଜିଲ୍ଲା ପରିଷଦ ସଦସ୍ୟଙ୍କୁ ସମ୍ବର୍ଦ୍ଧନା

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲା ମହକୁମା ଛତ୍ରପୁରଠାରେ ଜିଲ୍ଲାର ତଥା ବିଜୁ ଜନତା ଦଳର ରାଜ୍ୟସ୍ତରୀୟ ପୁରୁଖା ନେତ୍ତୃବର୍ଗଙ୍କ ତରଫରୁ ନବନିର୍ବାଚିତ ଜିଲ୍ଲାପରିଷଦ ସଦସ୍ୟମାନଙ୍କୁ ଗତକାଲି ପୂର୍ବାହ୍ନରେ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି ।

Leave A Reply

Your email address will not be published.