jayashree

ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀଙ୍କ ବନ୍ୟା ପରିସ୍ଥିତିର ସମୀକ୍ଷା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀମତୀ ପ୍ରମିଳା ମଲ୍ଲିକ ରାଜ୍ୟରେ ବନ୍ୟା ପରିସ୍ଥିତିର ସମୀକ୍ଷା କରିଛନ୍ତି । ରାଜୀବ ଭବନରେ ଅନୁଷ୍ଠିତ ଏହି ସମୀକ୍ଷା ବୈଠକରେ SRC Odisha ପ୍ରଦୀପ କୁମାର ଜେନାଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.