ରାଜ୍ୟ ଜଳସଂପଦ ବିଭାଗ ପକ୍ଷରୁ ସମୀକ୍ଷା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୌସୁମୀ ଓ ଲଘୁଚାପ ଜନିତ ବର୍ଷା ଯୋଗୁଁ ସମ୍ଭାବ୍ୟ ବନ୍ୟାର ମୁକାବିଲା ପାଇଁ ରାଜ୍ୟ ଜଳସଂପଦ ବିଭାଗ ପକ୍ଷରୁ ସମୀକ୍ଷା କରାଯାଇଛି । ବିଭିନ୍ନ ଜଳଭଣ୍ଡାରର ସ୍ଥିତି ଓ ଏହାର ପରିଚାଳନା, ନଦୀବନ୍ଧର ଦୃଢତା, ବନ୍ୟା ମୁକାବିଲା ପାଇଁ ଆବଶ୍ୟକ ବିଭିନ୍ନ ଉପକରଣର ମହଜୁଦ ସ୍ଥାନ ଓ ପରିମାଣ ଆଦି ସମ୍ପର୍କରେ ସମୀକ୍ଷା ବୈଠକରେ ଆଲୋଚନା କରାଯାଇଥିଲା । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.