pakka

ଛତ୍ରପୁର ବିଧାୟକଙ୍କ ଉନ୍ନୟନମୂଳକ କାର୍ଯ୍ୟ ସମୀକ୍ଷା

bbehera

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ବ୍ଲକ ଅନ୍ତର୍ଗତ ସନ୍ତୋଷପୁର ଗ୍ରାମ ପଞ୍ଚାୟତ ଓ ଏହା ଅଧୀନରେ ଥିବା ମକରେଶ୍ୱର ଶୈବପୀଠ, ସାତୁଳୀ, ଲାଉପୁଟ ଓ କୁଜିଢ଼େପା ଗ୍ରାମ ପରିଦର୍ଶନ କରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା । ଉକ୍ତ କାର୍ଯ୍ୟକ୍ରମରେ ସମସ୍ତ ନବନିର୍ବାଚିତ ପ୍ରତିନିଧି, ଗ୍ରାମବାସୀ ଓ ନେତୃବୃନ୍ଦ ଉପସ୍ଥିତ ଥିଲେ ।

Leave A Reply

Your email address will not be published.

18 + 2 =