jayashree

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କଲେ 5T ସଚିବ

ପୁରୀ : ପୁରୀରେ 5T ସଚିବ ଭି. କେ ପାଣ୍ଡିଆନ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରିଥିବା ଜଣାପଡିଛି । ଏହା ସହିତ ସେ ଶ୍ରୀସେତୁ ଓ ମାର୍କେଟ କମ୍ପ୍ଲେକ୍ସ କାର୍ଯ୍ୟ ଅନୁଧ୍ୟାନ କରିବା ସହ ରଥଖଳା ମଧ୍ୟ ପରିଦର୍ଶନ କରିଥିଲେ ।

Leave A Reply

Your email address will not be published.