pakka

ବାରପୁଡୁଗିଆ ଗ୍ରାମ ପଞ୍ଚାୟତରୁ ସମିତି ସଭ୍ୟ ପଦବୀରେ ଲଢୁଛନ୍ତି ଶକୁନ୍ତଲା କାଲସାଏ

bbehera

ବଲାଙ୍ଗିର ସଦର, (କେପିଏନ୍‌ଏସ୍‌) : ଚଳିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ବାରପୁଡୁଗିଆ ଗ୍ରାମ ପଞ୍ଚାୟତର ସମିତି ସଭ୍ୟ ପଦବୀରେ ପ୍ରତିଦ୍ୱନ୍ଦିତା କରୁଛନ୍ତି ଶ୍ରୀମତୀ ଶକୁନ୍ତଲା କାଲସାଏ । ବିଜୟୀ ହେଲେ ଗ୍ରାମ ପଞ୍ଚାୟତର ସର୍ବାଙ୍ଗୀନ ଉନ୍ନତି ସକାଶେ ସେ କାମ କରିବେ ବୋଲି ମତ ପ୍ରକାଶ କରିଛନ୍ତି ।

Leave A Reply

Your email address will not be published.

4 × five =